ଭିଜିଲାନ୍ସ ଜାଲରେ ଉପଜିଲ୍ଲାପାଳ;୧୦ ଲକ୍ଷ ଲାଞ୍ଚ ନେବା ବେଳେ…
କଳାହାଣ୍ଡି: ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। କଳାହାଣ୍ଡି ଜିଲାର ଧର୍ମଗଡ ଉପଜିଲ୍ଲାପାଳ ଧୀମାନ ଚକମା (ଆଇଏଏସ -୨୦୨୧ ବ୍ୟାଚ) ଜଣେ ସ୍ଥାନୀୟ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କାର ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଧରିଛି।
ସୂଚନାଥାଉକି,ଅଭିଯୁକ୍ତ…