ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି
ଭୁବନେଶ୍ବର:ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।
ଏହି ନିଷ୍ପତ୍ତି ଅନୁଯାୟୀ …