ବ୍ରହ୍ମପୁରରେ ଦୁଇ ନାବାଳିକା ଗଣଦୁଷ୍କର୍ମ ମାମଲା, ଏସ୍ପିଙ୍କୁ ଭେଟିଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ
ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାର ଗୋଳନ୍ଥରା ପୋଲିସ ଥାନା ଅନ୍ତର୍ଗତ ଗତ ୩ ତାରିଖରେ ଘଟିଥିବା ଦୁଇ ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆଜି ବିଜୁ ଜନତା ଦଳର ଫ୍ୟାକ୍ଟ ଫାଇଣ୍ଡିଂ ଟିମ ବ୍ରହ୍ମପୁର ଏସପିଙ୍କୁ ଭେଟି ଉଦବେଗ ପ୍ରକାଶ କରିବା ସହିତ ପୀଡ଼ିତାଙ୍କ ପରିବାରକୁ ତୁରନ୍ତ ନ୍ୟାୟ ପ୍ରଦାନ ଦାବି…