ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କାର ସହାୟତା
ଭୁବନେଶ୍ୱର: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ଶେଷକୃତ୍ୟ। ପ୍ରଶାନ୍ତ ଶତପଥୀଙ୍କୁ ଶେଷ ଦର୍ଶନ କରିଛନ୍ତି…