ଭାଙ୍ଗୁଛି ମାଓଗଡ଼: ଏନକାଉଣ୍ଟରରେ ପୁଣି ଜଣେ ଦୁର୍ଦ୍ଦାନ୍ତ ମାଓନେତା ନିହତ
ରାୟପୁର: ଭୁଶୁଡୁଛି ମାଓ ଦୁର୍ଗ। ପୁଣି ଜଣେ ଦୁର୍ଦ୍ଦାନ୍ତ ମାଓନେତା ନିହତ। ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଶୁକ୍ରବାର ପୁଣି ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଭିତରେ ଏହି ବଡ଼ ଏନକାଉଣ୍ଟର ହୋଇଛି। ଏଥିରେ ତେଲଙ୍ଗାନାର ମୋଷ୍ଟ…