ଆଜି କ୍ୟାବିନେଟ ବୈଠକ; ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅପରାହ୍ନରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବ।
ସରକାରୀ ସୂତ୍ର ଅନୁଯାୟୀ, ଗୁରୁତ୍ୱପୂର୍ଣ୍ଣ ବୈଠକ ଅପରାହ୍ନ ପ୍ରାୟ ୨.୩୦ ରେ ଲୋକସଭା ଭବନରେ ଅନୁଷ୍ଠିତ ହେବାର ସମ୍ଭାବନା…