ଯାଅ ମୋଦିଙ୍କୁ କହିବ; କାଶ୍ମୀରରେ ମୃତକଙ୍କ ପତ୍ନୀଙ୍କୁ କହିଲେ ଆତଙ୍କବାଦୀ
ଶ୍ରୀନଗର: ଜମ୍ମୁ କାଶ୍ମୀରର ପହଲଗାମରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଗୁଳିରେ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।
ମୃତକଙ୍କ ମଧ୍ୟରେ କର୍ଣ୍ଣାଟକର ଶିବମୋଗାର ମଞ୍ଜୁନାଥ ରହିଛନ୍ତି। ଆତଙ୍କବାଦୀ ଆକ୍ରମଣ ସମୟରେ ସେ ତାଙ୍କ ପତ୍ନୀ ପଲ୍ଲବୀ ଏବଂ ପୁଅ ସହିତ ଜମ୍ମୁ କାଶ୍ମୀରରେ ଛୁଟି…