ଭୁବନେଶ୍ୱରରେ ହେବ ୩ ନୂଆ ଗୃହ ନିର୍ମାଣ ପ୍ରକଳ୍ପ
ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୧୫୦ତମ କର୍ତ୍ତୃପକ୍ଷ ବୈଠକ ଗୁରୁବାର ଆୟୋଜିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଡିଏ ଅଧ୍ୟକ୍ଷ ତଥା ଗୃହ ଓ ନଗର ଉନ୍ନୟନ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ର ଅଧ୍ୟକ୍ଷତା କରିଥିଲେ।
ବୈଠକରେ ୨୦୨୫-୨୬…