ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା, ଘରୁ ମିଳିଲା ଝୁଲନ୍ତା ମୃତଦେହ
କୋଲକାତା: ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ! ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଝିଆରୀ ବୃଷ୍ଟି ମୁଖାର୍ଜୀ ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ଅପରାହ୍ନରେ ତାଙ୍କ ମୃତଦେହ ବୀରଭୂମ ଜିଲ୍ଲା ରାମପୁରହାଟସ୍ଥିତ ବାସଭବନରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା। ପରିବାର କହିଛନ୍ତି ଯେ ସେ…