ଦିଲ୍ଲୀ ହାଉଜଖାସ ମନ୍ଦିରରେ ଶ୍ରୀ ଜଗନ୍ନାଥ ପଞ୍ଚରାତ୍ର ଆୟୋଜନ
ନୂଆଦିଲ୍ଲୀ: ନୂଆଦିଲ୍ଲୀର ହାଉଜଖାସ ସ୍ଥିତ ଜଗନ୍ନାଥ ମନ୍ଦିରଠାରେ ମହାସମାରୋହରେ ଶ୍ରୀ ଜଗନ୍ନାଥ ପଞ୍ଚରାତ୍ରର ଶୁଭାରମ୍ଭ ହୋଇଛି। ଏପ୍ରିଲ ୧୮ ତାରିଖ ସନ୍ଧ୍ୟାରେ ଆରମ୍ଭ ହୋଇଥିବା ଏହି ଆଧ୍ୟାତ୍ମିକ ମହୋତ୍ସବ ଏପ୍ରିଲ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି।
ପ୍ରଖ୍ଯାତ…