ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ
ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ଭାରତରେ ଅବସ୍ଥାପିତ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବାଣିଜ୍ୟ, ଶିଳ୍ପ ଓ ସାଂସ୍କୃତିକ ସମ୍ପର୍କ ସୁଦୃଢ କରିବା ଉପରେ ଦେଇଛନ୍ତି ଗୁରୁତ୍ୱ ଆରୋପ।
ଏହି…