ଫୁଲିଲା ହୀରାକୁଦ ଜଳଭଣ୍ଡାର;୧୨ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସିତ
ସମ୍ବଲପୁର:ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ଫଳରେ ହୀରାକୁଦ ଜଳଭଣ୍ଡାରକୁ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବାରେ ଲାଗିଛି । ଏହାକୁ ନଜରରେ ରଖି ହୀରାକୁଦର ଆଉ ୨ଟି ଗେଟ୍ ଖୋଲାଯାଇଛି।ପୂର୍ବରୁ ୧୦ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଥିଲା। ବର୍ତ୍ତମାନ…