ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ଭୁବନେଶ୍ୱର: ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ। ଏନେଇ ପ୍ରସ୍ତୁତି ସହିତ ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂଆ ରାସନ କାର୍ଡ ପ୍ରସ୍ତୁତ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟନ ହେବ ନୂଆ ରାସନ କାର୍ଡ। ସେମାନଙ୍କୁ…