ଭଗବଦ୍ ଗୀତା ଓ ନାଟ୍ୟଶାସ୍ତ୍ରକୁ ମିଳିଲା ୟୁନେସ୍କୋ ସମ୍ମାନ
ନୂଆଦିଲ୍ଲୀ: ଭାରତୀୟ ମାନଙ୍କ ପାଇଁ ଖୁସି ଓ ଗର୍ବର ମୁହୁର୍ତ୍ତ।ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲ୍ଡ ରେଜିଷ୍ଟରରେ ଭଗବଦ୍ ଗୀତା ଏବଂ ଭରତ ମୁନିଙ୍କ ନାଟ୍ୟଶାସ୍ତ୍ରକୁ ସାମିଲ କରାଯାଇଛି।
ଏହାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଖୁସି ପ୍ରକାଶ କରିବା ସହ କହିଛନ୍ତି ଯେ ଏହା ବିଶ୍ୱର ପ୍ରତ୍ୟେକ…