Latest Odisha News

BREAKING NEWS

ପୁଣି ବଢ଼ିଲା ସୁନା ଦର, କିଛି ଦିନ ଭିତରେ ଟପିଯିବ ଲକ୍ଷେ!

ଭୁବନେଶ୍ୱର: ହୁ ହୁ ହେଇ ବଢ଼ି ଚାଲିଛି ସୁନା ଦର । ରୋକିବା ନାଁ ଧରୁନି କି ଦର କମିବାରେ ବି କୌଣସି ସଂକେତ ବି ଦେଖାଯାଉନାହିଁ । ଲାଗୁଛି ଆଉ ଦୁଇ କି ୩ ଦିନ ମଧ୍ୟରେ ସୁନା ଦର ଲକ୍ଷେ ପାର୍ କରିବ। ତେଣୁ ଗ୍ରାହକଙ୍କୁ ସୁନା କିଣିବାକୁ ଡର ଲାଗୁଛି। ଆଜି ପୁଣି ସୁନା ଦରରେ ପରିବର୍ତ୍ତନ…

ସୁଧୁରିବ ଟ୍ରାଫିକ୍ ସମସ୍ୟା; ୨ ହଜାର ନୂଆ ପଦବୀ ସୃଷ୍ଟି

ଭୁବନେଶ୍ୱର: ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବୀ ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ…

ଜାଭେଲିନ ଥ୍ରୋୟର ନୀରଜ ଜିତିଲେ ପୋଟଚେଫଷ୍ଟ୍ରୁମ ଆମନ୍ତ୍ରଣୀୟ ଟ୍ରାକ ପ୍ରତିଯୋଗିତା

ନୂଆଦିଲ୍ଲୀ: ଭାରତର ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା ଦକ୍ଷିଣ ଆଫ୍ରିକାର ପୋଟଚେଫଷ୍ଟ୍ରୁମ ଆମନ୍ତ୍ରଣୀୟ ଟ୍ରାକ ପ୍ରତିଯୋଗିତାରେ ବିଜୟ ହାସଲ କରିଛନ୍ତି । ସେ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ଏବେ ବି ୯୦ ମିଟର ଦୂରତା ଛୁଇଁ ପାରି ନାହାନ୍ତି । ୨ ଥର ଅଲିମ୍ପିକ ବିଜେତା ନୀରଜ ୱାର୍ଲ୍ଡ…

କୋଚିଂ ଷ୍ଟାଫଙ୍କୁ ହଟାଇଲା ବିସିସିଆଇ: ରିପୋର୍ଟ

ନୂଆଦିଲ୍ଲୀ: ବର୍ଡର-ଗାଭାସ୍କର ଟ୍ରଫିରେ ଭାରତର ଖରାପ ପ୍ରଦର୍ଶନ ଏବଂ ଡ୍ରେସିଂ ରୁମ କଥା ଲିକ ହେବା ଘଟଣାରେ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ରିପୋର୍ଟ ମୁତାବକ ବିସିିସିଆଇ ୩ଜଣ ସହାୟକ କୋଚିଂ ଷ୍ଟାଫଙ୍କୁ ହଟେଇ ଦେଇଛି । ସେମାନେ ହେଲେ ଅଭିଷେକ…

କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା: ସୁଭଦ୍ରା ସର୍ଭେରେ ହେବେ ସାମିଲ

ଭୁବନେଶ୍ୱର: କଲେଜ ଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା। ଏଣିକି ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ। ସୁଭଦ୍ରା ସହାୟତା ପାଇଥିବା ହିତାଧିକାରୀଙ୍କଠାରୁ ମତାମତ ସଂଗ୍ରହ ସର୍ବେକ୍ଷଣରେ କଲେଜ ଛାତ୍ରୀମାନଙ୍କୁ ସାମିଲ କରାଯିବ। ଏନେଇ ଗତକାଲି ବସିଥିବା ବୈଠକରେ…

ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ନୀତିନ ଗଡ଼କରୀ, ଲୋକାର୍ପଣ କରିବେ ୪ ହଜାର କୋଟିର ପ୍ରକଳ୍ପ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ। ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ନୀତିନ ଗଡ଼କରୀ। କଟକ ଓ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ୪ ହଜାର କୋଟିର ୧୯ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ। କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ…

ପଡୋଶୀ ରାଜ୍ୟକୁ ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ

ବାଲେଶ୍ୱର: ବେଆଇ ଗଞ୍ଜେଇ ବେପାର ଥମିବାର ନାଁ ଧରୁନି। କେତେବେଳେ ରାଜ୍ୟ ଭିତରେ ଚାଲାଣ ହେଉଛି ତ କେତେବେଳେ ରାଜ୍ୟ ବାହାରେ। ଏବେ ଓଡିଶା ସୀମା ପାର କରି ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ କରୁଥିବା ବେଳେ ମାଡି ବସିଲା ତାଳସାରୀ ପୋଲିସ। ଭୋଗରାଇର ଉଦୟପୁର ବର୍ଡରରୁ ଜବତ ହେଲା ଗୋଟିଏ ବସ୍ତା…

ଗୋଷ୍ଠୀ ସଙ୍ଘର୍ଷରୁ ବୋମା ମାଡ଼, ଘଟଣାସ୍ଥଳରେ ୭ ଗୁରୁତର

ଭଦ୍ରକ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ। ତିହିଡ଼ି ଥାନାର କାଁପଡ଼ା ଗାଁରେ ଗୋଷ୍ଠୀ ସଙ୍ଘର୍ଷକୁ ନେଇ ବୋମା ମାଡ଼। ବୋମା ମାଡ଼ରେ ଗୁରୁତର ହୋଇଛନ୍ତି ୭ ଜଣ। ଦୁଇ ରାଜନୈତିକ ଦଳ ବିବାଦରୁ ହାତ ତିଆରି ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗାଁରେ ଉତ୍ତେଜନା ଲାଗି…

ବଗିଚାରେ ବୃଦ୍ଧଙ୍କୁ ଦଳିଦେଲା ହାତୀ

ଅନୁଗୁଳ: ହାତୀ ଆକ୍ରମଣରେ ଅନୁଗୁଳ ଜିଲ୍ଲାରେ ପୁଣି ଜଣଙ୍କର ଜୀବନ ଯାଇଛି। ଅନୁଗୁଳ ଜିଲ୍ଲା ବନ୍ତଳା ବନାଞ୍ଚଳ କଞ୍ଜା ଗାଁରେ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ଜଣେ ବୃଦ୍ଧଙ୍କୁ ହାତୀ ଦଳି ମାରି ଦେଇଛି। ସୂଚନା ଅନୁସାରେ ଗାଁର ସୋମନାଥ ବେହେରା ନାମକ ଜଣେ ୬୨ ବର୍ଷୀୟ ବୃଦ୍ଧ ଭୋରରେ ଆମ୍ବ…

ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ, ଏପ୍ରିଲ ୧୯ରେ ହେବ ନାଁ ଘୋଷଣା

ଭୁବନେଶ୍ବର: ଆଜି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପୁଣି ପ୍ରାର୍ଥୀପତ୍ର ଦାଖଲ କଲେ ନବୀନ ପଟ୍ଟନାୟକ। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି। ଦିନ ୧୦ ଟାରୁ ଦିନ ୧ ଟା ପର୍ଯ୍ୟନ୍ତ…