AFC U-20 Asian Cup qualifier: ସିରିଆକୁ ୧-୦ରେ ହରାଇ ଭାରତର ବିଜୟ ଅଭିଯାନ ଆରମ୍ଭ
ନୂଆଦିଲ୍ଲୀ: ସୋମବାର ଦିନ ଉଜବେକିସ୍ତାନର ତାସକେଣ୍ଟସ୍ଥିତ ଡୋଷ୍ଟଲିକ୍ ଷ୍ଟାଡିୟମ୍ରେ (Do’stlik Stadium in Tashkent, Uzbekistan,) ସିରିଆକୁ ୧-୦ ଗୋଲ୍ରେ ପରାସ୍ତ କରି ଭାରତ ନିଜର AFC U20 ଏସିଆନ୍ କପ୍ ୨୦୨୭ ଯୋଗ୍ୟତା ପର୍ଯ୍ୟାୟ ଅଭିଯାନର (AFC U20 Asian Cup 2027 Qualifiers…