ଏନ୍କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ
ନାରାୟଣପୁର: ଏନ୍କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ। ଛତିଶଗଡ଼ ନାରାୟଣପୁର ସୀମାନ୍ତ କୋଣ୍ଡାଗାଁରେ ଏନ୍କାଉଣ୍ଟର। ୨ ମାଓବାଦୀଙ୍କ ମୃତଦେହ ଉଦ୍ଧାର ସହ AK-47 ଜବତ ହୋଇଛି। ଏନକାଉଣ୍ଟର ନେଇ ସୂଚନା ଦେଲେ ବସ୍ତର ଆଇଜି।
କୋଣ୍ଡାଗାଁରେ ପୋଲିସ ଓ ମାଓବାଦୀ ମଧ୍ୟରେ ଭୀଷଣ ଗୁଳି ବିନିମୟ…