ସର୍ବଭାରତୀୟ ପୋଲିସ ହକି ଚାମ୍ପିୟନସିପ୍: ପୁରୁଷ ବର୍ଗରେ ପଞ୍ଜାବ ପୋଲିସ ଓ ମହିଳା ବର୍ଗରେ ସିଆରପିଏଫ୍ ଚାମ୍ପିୟନ
ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିୟନସିପ୍-୨୦୨୫ ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ସମାରୋହରେ ଓଡ଼ିଶାର ରାଜ୍ୟପାଳ ଡ଼.ହରି ବାବୁ କମ୍ଭମପତି ଯୋଗ ଦେଇ ଚାମ୍ପିୟନ ହୋଇଥିବା ପଞ୍ଜାବ (ପୁରୁଷ) ଓ ସିଆରପିଏଫ…