ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣା; ଦୋଷୀ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି ।
ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ…