ଶୀତଳ ଷଷ୍ଠୀ ଯାତ୍ରା ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ ଘୋଷଣା
ଭୁବନେଶ୍ଵର: ପଶ୍ଚିମ ଓଡ଼ିଶାରେ ଶୀତଳ ଷଷ୍ଠୀ ମହୋତ୍ସବର ପ୍ରଚାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଓଡ଼ିଆ ସଂସ୍କୃତି, ଐତିହ୍ୟ ଏବଂ ପାରମ୍ପରିକ ପର୍ବଗୁଡ଼ିକୁ ସଂରକ୍ଷଣ ଏବଂ ପ୍ରୋତ୍ସାହିତ…