Cabinet Meeting: ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା…