ପୂର୍ବ ଭାରତର ପ୍ରଥମ ସରକାରୀ ସ୍କିନ୍ ବ୍ୟାଙ୍କ୍ ଭୁବନେଶ୍ୱର ଏମ୍ସରେ ପ୍ରତିଷ୍ଠା ହେବ: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ବର: ଏମ୍ସ ଭୁବନେଶ୍ବର କୌଣସି ଗୁଣରେ ଏମ୍ସ ଦିଲ୍ଲୀଠାରୁ କମ୍ ନୁହେଁ। ଓଡ଼ିଶାରେ ପ୍ରତିଷ୍ଠିତ ଏହି ଜାତୀୟ ପ୍ରତିଷ୍ଠାନ ରାଜ୍ୟ ତଥା ରାଜ୍ୟ ବାହାର ଲୋକଙ୍କୁ ଗୁଣବତ୍ତାପୂର୍ଣ୍ଣ ସ୍ବାସ୍ଥ୍ୟସେବା ପ୍ରଦାନ କରୁଛି। ଏହାକୁ ଆହୁରି ଆଗକୁ ନେବା ସହିତ ଦେଶରେ ଏକ ନମ୍ବର କରିବାକୁ ଆହ୍ବାନ…