୧୮ ନକ୍ସଲଙ୍କ ଆତ୍ମସମର୍ପଣ;ମୁଣ୍ଡ ଉପରେ ଥିଲା ୩୯ ଲକ୍ଷ ପୁରସ୍କାର ରାଶି
ମାଲକାନଗିରି: ଏନକାଉଣ୍ଟରରେ ଭୟ ଘାରିଛି ନକ୍ସଲଙ୍କୁ । ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୋଲିସ ନିକଟରେ ୪ ହାର୍ଡକୋର ନକ୍ସଲ ସମେତ ୧୮ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଦୁଇ ନକ୍ସଲଙ୍କ ନାଁରେ ୮ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରହିଛି । ତେବେ ମୋଟ ୩୯ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ…