ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନଙ୍କୁ ପିଟିଲେ ପତ୍ନୀ!
ନୂଆଦିଲ୍ଲୀ: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଭିଏତନାମରେ ପହଞ୍ଚିବା ପରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଭିଡିଓ ରେ ମାକ୍ରୋନଙ୍କ ପତ୍ନୀ ବ୍ରିଜିଟ୍ ମାକ୍ରୋନ ବିମାନରୁ ଓହ୍ଲାଇବା ପୂର୍ବରୁ ତାଙ୍କୁ ଚାପୁଡ଼ା ମାରିଥିବାର ନଜର ଆସିଛନ୍ତି। ଏହି…