ଆୟୁଷ୍ମାନ ଭାରତ ଯୋଜନା ଶୁଭାରମ୍ଭକୁ ଯିବା ବେଳେ ଦୁର୍ଘଟଣା; ୩୦ ଆହତ
ଭୁବନେଶ୍ୱର: ଆଠଗଡ଼ର ଛତାବର ସ୍କୋୟାର ନିକଟରେ ଏକ ବସ୍ ଏବଂ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩୦ ଜଣ ଆହତ ହୋଇଛନ୍ତି।
ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ଉତ୍ସବରେ ଯୋଗଦେବା ପାଇଁ କଟକ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।
ସୂଚନା ଅନୁଯାୟୀ, ପୋଲିସ ଏବଂ ଅଗ୍ନିଶମ…