ସରକାରୀ କର୍ମଚାରୀଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର: ଓଡ଼ିଶାର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତିର କ୍ରମେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଦିନ ମହଙ୍ଗା ଭତ୍ତା (ଡିଏ) ୨ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି। ଏହି ବୃଦ୍ଧି ସହିତ ସରକାରୀ କର୍ମଚାରୀଙ୍କ ଡିଏ ପୂର୍ବରୁ ଥିବା ୫୩…