Latest Odisha News

BREAKING NEWS

ଗଙ୍ଗାରାମରେ ସଲମାନ ଗଙ୍ଗା, ସଞ୍ଜୟ କରିବେ ରାମଙ୍କ ଭୂମିକା

ମୁମ୍ବାଇ: ସିକନ୍ଦର ଫିଲ୍ମ ରିଲିଜ ହେବା ପରେ ପରେ ସଲମାନ ଖାଁ ତାଙ୍କର ପରବର୍ତୀ ପ୍ରୋଜେକ୍ଟ ଉପରେ କାମ କରିବା ଆରମ୍ଭ କରିଛନ୍ତି । ସଲମାନ ଖାଁ ଓ ସଞ୍ଜୟ ଦତ ଖୁବ ଶୀଘ୍ର ଗଙ୍ଗାରାମ ନାମକ ଏକ ଆକ୍ସନ ଫିଲ୍ମରେ ଅଭିନୟ କରିବାକୁ ଯାଉଛନ୍ତି । ବଲିଉଡ ହଙ୍ଗାମାରେ ପ୍ରକାଶିତ ଖବର ଅନୁସାରେ ଏଥିରେ…

ଏପ୍ରିଲ ୭ରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ଏପ୍ରିଲ ୭ ତାରିଖରୁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୮ରେ ଦିଲ୍ଲୀ ନିବେଶକ ସମ୍ମିଳନୀରେ ଯୋଗଦେବେ । ବଡ଼ ବଡ଼ ପୁଞ୍ଜିପତିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ନାଫ୍ଟା…

ଚାଉଳ ପାଣିର ଚମତ୍କାରିତା; ଚର୍ମ ଏବଂ କେଶରେ ଆଣେ ଅହେତୁକ ଚମକ

ଭୁବନେଶ୍ବର: ପ୍ରାୟ ପ୍ରତ୍ୟେକଙ୍କ ଘରେ ଭାତ ରନ୍ଧା ହୁଏ, କିନ୍ତୁ ପ୍ରାୟତଃ ଚାଉଳ ଧୋଇବା ପରେ ଆମେ ଏହାର ପାଣିକୁ ଫୋପାଡ଼ି ଦେଉ । କିନ୍ତୁ ଆପଣ କ’ଣ ଜାଣନ୍ତି ଯେ ଚାଉଳ ପାଣି ଆପଣଙ୍କ ପାଇଁ ବହୁତ ଲାଭଦାୟକ ହୋଇପାରେ? ଏହା କେବଳ ଆପଣଙ୍କ ସ୍ୱାସ୍ଥ୍ୟ ଉପରେ ସକାରାତ୍ମକ ପ୍ରଭାବ ପକାଇଥାଏ ନାହିଁ,…

‘ମୋ ସ୍ତ୍ରୀ ପାଇଁ ମୁଁ ଆଜି ସୁଇସାଇଡ୍‌ କରୁଛି’

ଖୋର୍ଦ୍ଧା:ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନିର୍ଯାତନା ସହି ନ ପାରି ସ୍ୱାମୀ ଟ୍ରେନ୍‌‌ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର ପରେ ତଦନ୍ତ ଆରମ୍ଭ କରିଛି। ମୁଁ ରାମଚନ୍ଦ୍ର ବଡ଼ଜେନା। ମୋ ଘର କୁମ୍ଭାରବସ୍ତ। ମୋ ସ୍ତ୍ରୀ…

ଦିଲ୍ଲୀର ହ୍ୟାଟ୍ରିକ ବିଜୟ, ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ

ଚେପକ: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗରେ ଚେନ୍ନାଇ ସୁପର କିଙ୍ଗସର ନୈରାଶ୍ୟଜନକ ପ୍ରଦର୍ଶନ ଜାରୀ ରହିଛି । ଶନିବାର ଅନୁଷ୍ଠିତ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ୨୫ ରନରେ ଚେନ୍ନାଇକୁ ହରାଇଛି । ୧୫ ବର୍ଷ ପରେ ଚେପକରେ ଚେନ୍ନାଇକୁ ହରାଇବାରେ ଦିଲ୍ଲୀ ସଫଳ ହୋଇଛି । ପ୍ରଥମେ ବ୍ୟାଟିଂ କରି…

ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ

ଭୁବନେଶ୍ଵର: ଆସନ୍ତା ୧୧ ତାରିଖରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହେବ । କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା କଟକ ବାଲିଯାତ୍ରା ପଡିଆରେ ଏହି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ୩ …

ଭଗବାନ ଓ ଭକ୍ତଙ୍କ ମିଳନରେ କମ୍ପୁଛି ଏକାମ୍ରକ୍ଷେତ୍ର: ସାଢ଼େ ୫ଟାରେ ଗଡିଲା ରଥ

ଭୁବନେଶ୍ବର:ଗଡିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ। ନିର୍ଦ୍ଧାରିତ ସମୟର ଦେଢ ଘଣ୍ଟା ବିଳମ୍ବରେ ରଥଟଣା ଆରମ୍ଭ ହୋଇଛି । ପୂବରୁ ଅପରାହ୍ଣ ସାଢେ ୩ଟାରେ ରଥଟଣା ହେବ ବୋଲି ନୀତିନିର୍ଘଣ୍ଟ କରାଯାଇଥିଲା । କିନ୍ତୁ ଆଜି ପ୍ରାୟ ସାଢ଼େ ୫ଟାରେ ସମୟରେ ରଥଟଣା ଆରମ୍ଭ ହୋଇଥିଲା । ଭକ୍ତମାନେ…

୨୦୦ ଟନ୍ ବିଶିଷ୍ଟ ବାୟୋ ମିଥାନେସନ୍ ପ୍ଲାଣ୍ଟ ସ୍ଥାପନ ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

କଟକ: କଟକର ଜଗତପୁର ଅଞ୍ଚଳରେ ଅତ୍ୟାଧୁନିକ ଜ୍ଞାନ କୌଶଳରେ ୨୦୦ ଟନ୍ ବିଶିଷ୍ଟ ବାୟୋ ମିଥାନେସନ୍ ପ୍ଲାଣ୍ଟ ସ୍ଥାପନ ହେବ । ଏନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ତତ୍ୱାବଧାନରେ ଆଜି କଟକ ମହାନଗର ନିଗମ ଏବଂ ଅଏଲ ଇଣ୍ଡିଆ ଲିମିଟେଡ଼ ମଧ୍ୟରେ ବୁଝାମଣାପତ୍ର…

କାନାଡ଼ାରେ ଭାରତୀୟଙ୍କୁ ଛୁରି ଭୁସି ହତ୍ୟା

ଓଟାଓ୍ବା: କାନାଡାର ରକଲ୍ୟାଣ୍ଡରେ ଜଣେ ଭାରତୀୟ ନାଗରିକଙ୍କୁ ଛୁରି ଭୁସି ହତ୍ୟା  କରାଯାଇଛି। ଜଣେ ସନ୍ଦିଗ୍ଧ ଆକ୍ରମଣକାରୀଙ୍କୁ ପୋଲିସ ଗିରଫ କରିଛି। ଏହି ଘଟଣାରେ ଭାରତୀୟ ଦୂତାବାସ ଦୁଃଖ ପ୍ରକାଶ କରିଛି ଓ ପୀଡିତାଙ୍କ ପରିବାରକୁ ଯଥା ସମ୍ଭବ ସାହାଯ୍ୟ ଯୋଗାଇଦେବାକୁ ପ୍ରତିଶୃତି ଦେଇଛି।…

ବୁମରାହଙ୍କୁ ସବୁଜ ସଙ୍କେତ ଦେଲା ବିସିସିଆଇ ମେଡିକାଲ ଟିମ, ଏଥର ଖେଳିବେ ଆଇପିଏଲ

ମୁମ୍ବାଇ: ପେସ ବୋଲର ଯଶପ୍ରୀତ ବୁମରାହଙ୍କୁ ବିସିସିଆଇ ମେଡିକାଲ ଟିମ ଫିଟ ଘୋଷିତ କରିବା ସହ ଆଇପିଏଲ ଖେଳିବା ନେଇ ସବୁଜ ସଙ୍କେତ ଦେଇଛି । ବୁମରାହ ଖୁବ ଶୀଘ୍ର ମୁମ୍ବାଇ ଟିମ ସହିତ ଯୋଗ ଦେବେ । ରିପୋର୍ଟ ମୁତାବକ ଏପ୍ରିଲ ୭ରେ ହେବାକୁ ଥିବା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ବିପକ୍ଷ ମ୍ୟାଚ…