Latest Odisha News

BREAKING NEWS

ଆଗାମୀ କାର୍ଯ୍ୟକ୍ରମ ନିମନ୍ତେ ଜିଲ୍ଲା ପର୍ଯ୍ୟବେକ୍ଷକ ନିଯୁକ୍ତ କଲା କଂଗ୍ରେସ

ଭୁବନେଶ୍ଵର: ଆଗାମୀ ଦିନରେ କଂଗ୍ରେସର ଜିଲ୍ଲାସ୍ତରୀୟ ଆନ୍ଦୋଳନାତ୍ମକ କାର୍ଯ୍ୟକ୍ରମ, ବିକ୍ଷୋଭ, ରାଲି ଇତ୍ୟାଦି କାର୍ଯ୍ୟକ୍ରମକୁ ସଫଳ କରିବାପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସ କଂଗ୍ରେସର ୩୫ ଗୋଟି ସାଂଗଠନିକ ଜିଲ୍ଲା ନିମନ୍ତେ ଜିଲ୍ଲା ପର୍ଯ୍ୟବେକ୍ଷକ…

ଆସନ୍ତା ୨ ବର୍ଷ ଯାଏଁ ଯାତ୍ରା ଜଗତରୁ ଦୂରେଇ ରହିବେ ପୀୟୁଷ ତ୍ରିପାଠୀ

ଭୁବନେଶ୍ଵର: ଏ ବର୍ଷ ଯାତ୍ରା ଜଗତରୁ ଦୂରେଇ ରହିପାରନ୍ତି ପୀୟୁଷ ତ୍ରିପାଠୀ । ସୋସିଆଲ୍ ମିଡିଆରେ ପୀୟୁଷଙ୍କ ବାପାଙ୍କ ଚିଠିକୁ ନେଇ ବଢିଲା ଚର୍ଚ୍ଚା । ପୀୟୁଷଙ୍କ ସ୍ବାସ୍ଥ୍ୟଗତ ଓ ପାରିବାରିକ ସମସ୍ୟା ନେଇ ଚିଠି ଲେଖିଲେ ପୀୟୁଷଙ୍କ ବାପା । ଏନେଇ ଯାତ୍ରା ମାଲିକ ମହାସଂଘ ସଭାପତିଙ୍କୁ ଚିଠି…

ଏହି କାରଣ ଯୋଗୁ ମୁମ୍ବାଇ ଛାଡିଲେ ଯଶସ୍ୱୀ

ମୁମ୍ବାଇ: ଭାରତୀୟ କ୍ରିକେଟ ଟିମର ଓପନର ତଥା ମୁମ୍ବାଇ ଟିମର ଷ୍ଟାର ଖେଳାଳି ଯଶସ୍ୱୀ ଜୈସୱାଲଙ୍କ ଗୋଆ ପକ୍ଷରୁ ଖେଳିବା ନିଷ୍ପତି ସମସ୍ତଙ୍କୁ ଚକିତ କରିଛି । ତେବେ କଣ ପାଇଁ ଯଶସ୍ୱୀ ମୁମ୍ବାଇ ଛାଡିବା ପାଇଁ ନିଷ୍ପତି ନେଲେ ତାର କାରଣ ସମ୍ମୁଖକୁ ଆସିଛି । ଇଣ୍ଡିଆ ଟୁଡେରେ ପ୍ରକାଶିତ ଖବର…

ତାଜମହଲ ସର୍ବାଧିକ ରୋଜଗାର କରୁଥିବା ଏଏସଆଇ ସ୍ମାରକୀ

ନୂଆଦିଲ୍ଲୀ: ଭାରତରେ ଥିବା ସଂରକ୍ଷିତ ଐତିହ୍ୟସ୍ଥଳ ମାନଙ୍କରୁ ଗତ ୫ ବର୍ଷ ମଧ୍ୟରେ ତାଜମହଲ ସର୍ବଧିକ ରାଜସ୍ବ ଆୟ କରିଥିବା ସ୍ମାରକୀ ବୋଲି ଜଣାପଡ଼ିଛି। ଟିକଟ ବିକ୍ରିରୁ ତାଜମହଲ ସର୍ବାଧିକ ଆୟ କରୁଛି। ଆର୍ଥିକ ବର୍ଷ ୧୯-୨୦ ରୁ ୨୩-୨୪ ପର୍ଯ୍ୟନ୍ତ ତଥ୍ୟ ଅନୁଯାୟୀ, ଗତ ପାଞ୍ଚ ବର୍ଷ ମଧ୍ୟରେ…

ବ୍ୟାଙ୍କକରେ ମହମ୍ମଦ ୟୁନୁସ ଓ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମଧ୍ୟରେ ବୈଠକ

ବ୍ୟାଙ୍କକ: ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସ୍ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକରେ ପରସ୍ପର ସହ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ୯ ମାସ ପରେ ଉଭୟଙ୍କ ମଧ୍ୟରେ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ଏବଂ ୟୁନୁସ୍ BIMSTEC…

ଓଡିଶାର ୨ଟି ରେଳ ପ୍ରକଳ୍ପକୁ ମିଳିଲା କ୍ୟାବିନେଟ୍ ମଞ୍ଜୁରୀ, ବିନିଯୋଗ ହେବ ୫,୧୦୪ କୋଟି ଟଙ୍କା

ଭୁବନେଶ୍ୱର: ଓଡ଼ିଶାରେ ଦୁଇଟି ପ୍ରକଳ୍ପ ସହ ଭାରତୀୟ ରେଳବାଇରେ ଚାରୋଟି ମଲ୍ଟିଟ୍ରାକିଙ୍ଗ ରେଳ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି ମିଳିଛି । କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (CCEA) ଆଜି ସାରା ଦେଶରେ ୪ଟି ରେଳ ପ୍ରକଳ୍ପ ମଞ୍ଜୁର କରିଥିବା…

ମମତା ସରକାରଙ୍କୁ କଲିକତା ହାଇକୋର୍ଟରୁ ବଡ଼ ଝଟକା

କୋଲକାତା: ଶୁକ୍ରବାର କଲିକତା ହାଇକୋର୍ଟରୁ ମମତା ସରକାରଙ୍କୁ ଝଟକା ଲାଗିଛି । କୋର୍ଟ ଏପ୍ରିଲ ୬ରେ ହାୱଡାରେ ପ୍ରସ୍ତାବିତ ରାସ୍ତାରେ ରାମ ନବମୀ ରାଲି କରିବାକୁ ହିନ୍ଦୁ ସଂଗଠନ ଅଞ୍ଜନୀ ପୁତ୍ର ସେନାକୁ ଅନୁମତି ଦେଇଛନ୍ତି । ଏହି ରାଲି ନେଇ କୋର୍ଟ ହିନ୍ଦୁ ସଂଗଠନ ଉପରେ କିଛି ସର୍ତ୍ତ ମଧ୍ୟ…

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ, ଲାଞ୍ଚ ନେବା ବେଳେ ମାଡିବସିଲା ଟିମ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବ୍ଲକ କନିଷ୍ଠ ଯନ୍ତ୍ରୀ । ଧରାପଡିବା ଭୟରେ ମଧ୍ୟସ୍ଥି ଜରିଆରେ ନେଉଥିଲେ ଲାଞ୍ଚ । କିନ୍ତୁ ତଥାପି ବର୍ତ୍ତିପାରିନଥିଲେ ସରକାରୀ ବାବୁ । ଶେଷରେ ଭିଜିଲାନ୍ସ ହାତରେ ଧରାପଡିଗଲେ ଉଭୟ । ବାଲିଅନ୍ତା ବ୍ଲକ୍ କନିଷ୍ଠ ଯନ୍ତ୍ରୀ ସଂଘମିତ୍ର ପଟ୍ଟନାୟକ ଏବଂ ମଧ୍ୟସ୍ତି…

ଭାରତୀୟ ରେଳବାଇର ୪ଟି ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ରେଳ ମନ୍ତ୍ରଣାଳୟର ୪ଟି ପ୍ରକଳ୍ପକୁ ମଞ୍ଜୁରି ପ୍ରଦାନ କରିଛନ୍ତି । ଯାହାର ମୋଟ ମୂଲ୍ୟ ପ୍ରାୟ ୧୮,୬୫୮ କୋଟି ଟଙ୍କା । ମହାରାଷ୍ଟ୍ର, ଓଡ଼ିଶା ଏବଂ ଛତିଶଗଡ଼ ଭଳି ୩ଟି…

ଏପ୍ରିଲ ୧୧ରେ ଶୁଭାରମ୍ଭ ହେବ ଆୟୁଷ୍ମାନ୍ କାର୍ଡ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ଵର: ଲୋକଙ୍କୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ ତଥା ସାହାଯ୍ୟ କରିବା ପାଇଁ ସରକାର ବିଭିନ୍ନ ପ୍ରକାରର ଯୋଜନା ଜାରି କରିଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଆୟୁଷ୍ମାନ ଭାରତ ଯୋଜନା, ଯାହାର ଲାଭ ଲକ୍ଷ ଲକ୍ଷ ଭାରତୀୟଙ୍କ ପାଖରେ ପହଞ୍ଚୁଛି। ଏହି ସରକାରୀ ସ୍ବାସ୍ଥ୍ୟ ବୀମା ଯୋଜନା…