ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଟ୍ୱିନ ସିଟିରେ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। କଟକ ଓ ଭୁବନେଶ୍ବରରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ। ଆଜି ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ଆସନ୍ତାକାଲି କଟକ ମୁଣ୍ଡଳୀ ଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସରେ ଯୋଗଦେବେ ଅମିତ ଶାହ।…