କଟକ ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପରେ ନୂଆ ରୂପ ପାଇବ ନଦୀକୂଳ: ମୁଖ୍ୟମନ୍ତ୍ରୀ
କଟକ: ସ୍ୱାଧୀନତା ସଂଗ୍ରାମର ଅନ୍ୟତମ ନାୟକ, ଆଜାଦ୍ ହିନ୍ଦ୍ ଫୌଜର ପ୍ରତିଷ୍ଠାତା ତଥା ଓଡ଼ିଶାର ବରପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ତଥା ପରାକ୍ରମ ଦିବସ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି…