୨୮ଜୁନରୁ ଗର୍ଭଗୃହ ଓ ବାହାର ରତ୍ନଭଣ୍ଡାର ମରାମତି: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ:ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଓ ଗର୍ଭଗୃହ, ଜଗମୋହନ ଓ ନାଟମଣ୍ଡପ ମରାମତିକୁ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଆସନ୍ତା ଜୁନ୍ ୨୮ରୁ ଜୁଲାଇ ୬ ତାରିଖ ମଧ୍ୟରେ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା…