ମିଆଁମାର ପରେ ଜାପାନରେ ଶକ୍ତିଶାଳୀ ଭୂକମ୍ପର ଝଟକା; ରହିଛି ୬.୦ ତୀବ୍ରତା
ଟୋକିଓ:ମିଆଁମାର ପରେ ଥରିଲା ଜାପାନ । ମଙ୍ଗଳବାର ଜାପାନର କ୍ୟୁଶୁ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ମିଆଁମାର ପରେ ଜାପାନରେ ଏହା ସବୁଠାରୁ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ନ୍ୟାଶନାଲ ସେଣ୍ଟର ଫର୍ ସିସମୋଲୋଜି (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା…