ସିଝୁଛି ପଶ୍ଚିମ ଓଡିଶା, ସାଢ଼େ ୧୧ ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ର ୩୭.୮ ରେକର୍ଡ
ଭୁବନେଶ୍ଵର: କଲବଲ କରୁଛି ତାତି । ତାଉ ଖରାରେ ସିଝୁଛି ସମଗ୍ର ପଶ୍ଚିମ ଓଡ଼ିଶା । ଉପକୂଳରୁ ଉପାନ୍ତ ଅଞ୍ଚଳରେ ପ୍ରବଳ ତାତି । ଗତ ତିନି ଚାରି ଦିନ ହେଲାଣି ଯେମିତି ନିଆଁ ବର୍ଷା ହେଉଛି । ରାଜ୍ୟର ବିଭିନ୍ନ ସହରରେ ଦିନ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଛି । ଯାହାକୁ ନେଇ ଏବେ ରାଜ୍ୟରେ ଅସହ୍ୟ…