Latest Odisha News

BREAKING NEWS

କମିଗଲା ଏଲପିଜି ସିଲିଣ୍ଡର ମୂଲ୍ୟ, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ: ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲପିଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ କରିଛନ୍ତି। ଦିଲ୍ଲୀରେ ୪୧ ଟଙ୍କା କମିଲା କମର୍ସିଆଲ ଗ୍ୟାସ୍‌ ଦର। ଆଜିଠାରୁ ନୂତନ ଗ୍ୟାସ ଦର ୧୭୬୨ ଟଙ୍କା ଲାଗୁ। ଦିଲ୍ଲୀରେ, ସଂଶୋଧିତ ଖୁଚୁରା…

ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣରେ ଗୋଟିଏ ପରିବାରର ୭ ମୃତ

କୋଲକାତା: ପଶ୍ଚିମବଙ୍ଗରେ ଭୟଙ୍କର ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟିଛି।ବିସ୍ଫୋରଣରେ ଗୋଟିଏ ପରିବାରର ୭ଜଣଙ୍କ ମୃତ୍ୟୁ ହୋଇଛି। ଦକ୍ଷିଣ ୨୪ ପ୍ରଗଣା ପଥର ପ୍ରତିମା ଗାଁରେ ଏହି ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇଛି। ମୃତକଙ୍କ ମଧ୍ୟରେ ୪ଜଣ ଶିଶୁ ଓ ୩ଜଣ ମହିଳା ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ…

ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୂରିଲା ୮୯ ବର୍ଷ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଓଡ଼ିଆଙ୍କ ପାଇଁ ଗର୍ବ-ଗୌରବର ଦିନ। ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ। ୮୯ ବର୍ଷରେ ପାଦ ଥାପିଛି ଓଡ଼ିଶା। ବରପୁତ୍ରଙ୍କ ଅବଦାନକୁ ନେଇ ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ରହିଛି। ଆଜିଠୁ ୧୪ ତାରିଖ ଯାଏଁ ପାଳନ ହେବ ଓଡ଼ିଆ…

ଆଜିଠୁ ବଦଳିବ ୫ଟି ବଡ଼ ନିୟମ; ନୂଆ ଟାକ୍ସ ପଲିସି ଲାଗୁ, ୟୁପିଆଇ ନିୟମରେ ପରିବର୍ତ୍ତନ

ନୂଆଦିଲ୍ଲୀ: ଆଜିଠୁ ଲାଗୁ ହେବ ନୂଆ ଟାକ୍ସ ପଲିସି। ଏନେଇ ପୂର୍ବରୁ ଘୋଷଣା କରିଥିଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ନୂତନ ବିତ୍ତୀୟ ବର୍ଷ ଆରମ୍ଭରୁ ନୂଆ ନିୟମ ଲାଗୁ କରିବାକୁ ଯାଉଛନ୍ତି ସରକାର। ନୂଆ ଆର୍ଥିକ ବର୍ଷ ଆଜି ଅର୍ଥାତ୍‌ ୧ ଅପ୍ରେଲରୁ ଆରମ୍ଭ ହେବାକୁ ଯାଉଛି। ଏହି…

ତାତିରେ ଲାଗିବ ବ୍ରେକ୍, ଆଜିଠୁ ୬ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ଏବେ ରାଜ୍ୟରେ ଗରମ ପ୍ରକୋପ କମ୍‌ ରହିବ। ମାତ୍ର ୮ ତାରିଖରୁ ହୁ ହୁ ହୋଇ ବଢ଼ିବ ତାପମାତ୍ରା। ତାତି ଏତେ ବଢ଼ିବ ଯେ ଆସନ୍ତା ୯ ଓ ୧୦ ତାରିଖ ବେଳକୁ ପାରଦ ୪୪-୪୫ ଡିଗ୍ରୀ ସେଲସିୟସ୍‌ ଛୁଇଁପାରେ। ତେବେ ଆଜିଠୁ ଆଗାମୀ ୫ ଦିନ ଯାଏ ବଦଳିପାରେ ପାଗ।…

ମିଥୁନ ରାଶିକୁ ୧୨ ବର୍ଷ ପରେ ଆସିବେ ବୃହସ୍ପତି; ୫ ରାଶିଙ୍କ ଫିଟିବ ଭାଗ୍ୟ

ଭୁବନେଶ୍ବର: ବର୍ତ୍ତମାନ ବୃହସ୍ପତି ବୃଷ ରାଶିରେ ଅବସ୍ଥିତ ଅଛନ୍ତି । ମେ' ମାସରେ ମିଥୁନ ରାଶିରେ ପ୍ରବେଶ କରିବେ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୃହସ୍ପତି ଗୋଟିଏ ରାଶିରେ ପ୍ରାୟ ୧୩ ମାସ ରୁହନ୍ତି । ପରେ ଅନ୍ୟ ଏକ ରାଶିରେ ପ୍ରବେଶ କରନ୍ତି । ବୃହସ୍ପତିଙ୍କୁ ଗୋଟିଏ ରାଶିକୁ ଫେରିବାକୁ ପୂରା…

ରାଜଗିରରେ ଆୟୋଜିତ ହେବ ଏସିଆ କପ୍ ୨୦୨୫; ୨୯ଅଗଷ୍ଟରୁ ଟୁର୍ଣ୍ଣାମେଣ୍ଟ ଆରମ୍ଭ

ନୂଆଦିଲ୍ଲୀ: ପୁଣି ବିହାରକୁ ଫେରିଲା ହକି । ବିହାରର ରାଜଗିର ସହରରେ ହକି ଏସିଆ କପ୍ ୨୦୨୫ ଆୟୋଜିତ ହେବ । ସୋମବାର ହକି ଇଣ୍ଡିଆ ଏବଂ ବିହାର ରାଜ୍ୟ କ୍ରୀଡ଼ା ପ୍ରାଧିକରଣ ମଧ୍ୟରେ ଏ ସମ୍ପର୍କରେ ଏକ ଏମଓୟୁ ସ୍ୱାକ୍ଷରିତ ହୋଇଛି। ଏହି ଟୁର୍ଣ୍ଣାମେଣ୍ଟ ୨୯ ଅଗଷ୍ଟରୁ ୭ ସେପ୍ଟେମ୍ବର ପର୍ଯ୍ୟନ୍ତ…

ଚଳିତ ସିଜନରେ ମୁମ୍ବାଇର ପ୍ରଥମ ବିଜୟ ହାସଲ

ମୁମ୍ବାଇ:ଚଳିତ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ଦୁଇ ମ୍ୟାଚରେ ପରାଜିତ ପରେ ସୋମବାର ଦିନ ବିଜୟ ସହ ପଏଣ୍ଟ ଖାତା ଖୋଲିଛି। ଏହି ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ୮ ଓ୍ବିକେଟରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ କରିଛି। ତେବେ ନିଜର ଡେବ୍ୟୁ ମ୍ୟାଚରେ ୪ ଓ୍ବିକେଟ…

ଜମ୍ମୁ-କଶ୍ମୀରର କଠୁଆରେ ପୁଣି ଗୁଳିବିନିମୟ: ସେନା ଜାଲରେ ଫସିଗଲେ ୩ ଆତଙ୍କବାଦୀ !

ଶ୍ରୀନଗର: ଜମ୍ମୁ-କଶ୍ମୀରର କଠୁଆ ଜିଲ୍ଲାରେ ସୋମବାର ରାତିରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ପୁଣିଥରେ ଗୁଳିବିନିମୟ ଆରମ୍ଭ ହୋଇଛି। ଗତ ୯ ଦିନ ମଧ୍ୟରେ ଏହା କଠୁଆରେ ତୃତୀୟ ଏନକାଉଣ୍ଟର। ଏଥିରେ ୩ ଜଣ ଆତଙ୍କବାଦୀଙ୍କୁ ସୁରକ୍ଷା ବାହିନୀ ଘେରିଯାଇଥିବା ସୂଚନା ରହିଛି। ଏହି…

ବାପାଙ୍କୁ ହରାଇଥିଲେ, କ୍ରିକେଟ ପଡ଼ିଆକୁ ଫେରିବାର ସମ୍ଭାବନା କମ୍ ଥିଲା; ଏବେ ଦୁନିଆ କରୁଛି ଚର୍ଚ୍ଚା

ମୁମ୍ବାଇ: ମୁମ୍ବାଇ ଇଣ୍ଡିଆନ୍ସ ତରଫରୁ ଅଶ୍ୱିନୀ କୁମାର ମାର୍ଚ୍ଚ ୩୧ରେ ଆଇପିଏଲରେ ପ୍ରଥମ ମ୍ୟାଚ ଖେଳିଛନ୍ତି। ଏହି ବାମହାତୀ ପେଶ ବୋଲର ନିଜର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (କେକେଆର) ବିପକ୍ଷରେ ନିଜର ପ୍ରଦର୍ଶନ ଦେଖାଇଛନ୍ତି। ମୁମ୍ବାଇର ଓ୍ୱାଙ୍ଖେଡ଼େ ଷ୍ଟାଡିୟମରେ ୩ ଓଭରରେ ୨୪…