ସୌମ୍ୟ ରଞ୍ଜନ ହତ୍ୟା ମାମଲା:ଫେରାର ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ ଜାରି କରିବ କ୍ରାଇମବ୍ରାଞ୍ଚ
ଭୁବନେଶ୍ୱର: ବାଲିଅନ୍ତା ଭିଡ଼ ହିଂସା ମାମଲା । ଏହି ମାମଲାରେ ୫ରୁ ୬ ଜଣ ଅଭିଯୁକ୍ତ ଏବେବି ଫେରାର ଅଛନ୍ତି । କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଏହି ମାମଲାରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଦାଖଲ ହେବ ଚାର୍ଜସିଟ । ଫେରାର ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ ପାଇଁ…