ରାଜଧାନୀର ସାଲିଆସାହିରେ ରେଡ୍: ବିପୁଳ ପରିମାଣର ଦେଶୀ ମଦ ଏବଂ ପୋଚ ଜବତ
ଭୁବନେଶ୍ୱର: ରାଜଧାନୀର ସାଲିଆସାହିରେ ରେଡ୍। ବେଆଇନ ଦେଶୀ ମଦ ଭାଟି ଉପରେ ଅବକାରୀ ବିଭାଗର ଚଢ଼ାଉ। ଏହି ଚଢ଼ାଉ ବେଳେ ବିପୁଳ ପରିମାଣର ଦେଶୀ ମଦ, ପୋଚ ଜବତ ହୋଇଛି। ଅବକାରୀ ବିଭାଗ ଜବତ ଦେଶୀ ମଦ, ପୋଚକୁ ନଷ୍ଟ କରିଛି।
ଏବେବି ରେଡ୍ ଜାରି ରହିଥିବା ସୂଚନା ମିଳିଛି। ଗତ ୩ ମାସ ତଳେ ଅବକାରୀ…