ତାତିରୁ ମିଳିବ ଆଶ୍ବସ୍ତି; ଏପ୍ରିଲ ୨ରୁ ବର୍ଷା ସମ୍ଭାବନା
ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ବସ୍ତି। ଏପ୍ରିଲ ୨ରୁ ଓଡ଼ିଶାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।
ଏପ୍ରିଲ ୨ରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ, ଏପ୍ରିଲ ୩ରେ କୋରାପୁଟ,…