ଆଇଆରବି କନଷ୍ଟେବଳ ନିଯୁକ୍ତି ପ୍ରକ୍ରିୟାରେ ରୋକ
କଟକ: ଇଣ୍ଡିଆ ରିଜର୍ଭ ବାଟାଲିୟନ (ଆଇଆରବି) ବାଟାଲିୟନ କନଷ୍ଟେବଳ ସୀପାହୀ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଛନ୍ତି ଓଡିଶା ହାଇକୋର୍ଟ । ବୟସ ଯୋଗ୍ୟତା ଦୃଷ୍ଟିରୁ ଏହି ରୋକ ଲଗାଇଲେ ହାଇକୋର୍ଟ । ଆସନ୍ତା ୧୭ ତାରିଖରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବାର ଥିଲା, କିନ୍ତୁ ଅନ୍ୟାଦେଶ…