ଏଣିକି ଯୁକ୍ତ୨ ପରେ ବିଏଡ୍ କରି ପାରିବେ ଛାତ୍ରଛାତ୍ରୀ: ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏବେ ଯୁକ୍ତ ୨ ପରେ ବିଏଡ କରି ପାରିବେ ଛାତ୍ରଛାତ୍ରୀ । ରାଜ୍ୟରେ ଥିବା ୧୬ ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ ଟି ଅନୁଷ୍ଠାନ ସହିତ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଛି । ଯେଉଁଥିରେ ଗ୍ରାଜୁଏସନ୍ ନୁହେଁ ବରଂ…