Latest Odisha News

BREAKING NEWS

Rath Wood: ରଥଯାତ୍ରା-୨୦୨୬: ରଥକାଠ ଅନୁକୂଳ ପୂଜା ପାଇଁ ଶୁଭଦିନ ନିର୍ଘଣ୍ଟ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୬ ପାଇଁ ହେବାକୁ ଥିବା ରଥକାଠ ଅନୁକୂଳ ପୂଜା ପାଇଁ ଆଜି ଶୁଭଦିନ ନିର୍ଘଣ୍ଟ ହେଇଛି । ବନଖଣ୍ତ ଅଧିକାରୀ ଦେବାର୍ଚ୍ଚନ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଦଶପଲ୍ଲା ବନାଞ୍ଚଳ ଅଧିକାରୀ ଶ୍ରୀନିବାସ ଦାଶ ଏବଂ ଅବସରପ୍ରାପ୍ତ ବନପାଳ ତଥା ‘ଗଣକ’ ପ୍ରଫୁଲ୍ଲ କୁମାର…

ଭେଣ୍ଟିଲେଟରରୁ ବାହାରିଲେ ଅଭିଜିତ ମଜୁମଦାର, ମୃତ୍ୟୁକୁ ନେଇ ଗୁଜବ ନକରିବାକୁ ନିବେଦନ କଲେ ପରିବାର…

ଭୁବନେଶ୍ବର: ଧିରେ ଧିରେ ସୁଧୁରୁଛି ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ । ଆଜି ତାଙ୍କୁ ଭେଣ୍ଟିଲେଟର ସପୋର୍ଟରୁ ବାହାର କରାଯାଇ ମେଡ଼ିସିନ ୱାର୍ଡ଼କୁ ସ୍ଥାନାନ୍ତର କରାଯାଇଛି ଏବଂ ତାଙ୍କର ଭାଇଟାଲସ୍ଥିର ରହିଛି । ଏନେଇ ଭୁବନେଶ୍ୱର ଏମ୍ସ ସ୍ୱାସ୍ଥ୍ୟ ବୁଲେଟିନରେ…

Terror plot Foiled:ଆତଙ୍କବାଦୀ ଆଡ୍ଡା ଧ୍ୱଂସ; ବିପୁଳ ସଂଖ୍ୟକ ରାଇଫଲ୍ ଏବଂ ଗ୍ରେନେଡ୍ ଉଦ୍ଧାର

ଶ୍ରୀନଗର: ଜମ୍ମୁ-କାଶ୍ମୀରର କୁପୱାଡା ଜିଲ୍ଲାର ନୌଗାମ ଘାଟିରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ନିୟନ୍ତ୍ରଣ ରେଖା ନିକଟରେ ହନ୍ଦୱାଡା-ନୌଗାମ ସେକ୍ଟରରେ ଏକ ମିଳିତ ଅପରେସନ ସମୟରେ ସୁରକ୍ଷା ଏଜେନ୍ସିଗୁଡ଼ିକ ଏକ ବଡ଼ ଆତଙ୍କବାଦୀ ଆଡ୍ଡାକୁ ଠାବ କରିଛନ୍ତି । ଏହି ଅପରେସନରେ…

ବିଡିଏର ୧୫୧ତମ ବୈଠକରେ ଏକାମ୍ର ରେସିଡେନ୍ସି ଆବାସ ପ୍ରକଳ୍ପର ଘୋଷଣା

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୧୫୧ତମ କର୍ତ୍ତୃପକ୍ଷ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବିଡିଏ ଅଧ୍ୟକ୍ଷ ତଥା ଗୃହ ଓ ନଗର ଉନ୍ନୟନ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ବିଡିଏର ୧୫୧ତମ ବୈଠକରେ…

Danda Dance: ଗଞ୍ଜାମର ପ୍ରସିଦ୍ଧ ଦଣ୍ଡନାଚ ପାଇଁ ଏସଓପି ଜାରି, ଅଶ୍ଳୀଳ ଡ୍ୟାନ୍ସ ହେଲେ ନିଆଯିବ…

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ପାଳିତ ହେଉଥିବା ଏକ ପ୍ରସିଦ୍ଧ ଯାତ୍ରା ହେଉଛି ଦଣ୍ଡଯାତ୍ରା । ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ । ମୀନ ମାସର ୧୭ ଦିନ ପରେ ଓ ମେଷର ତ୍ରୟୋଦଶ ଦିନରୁ ଆରମ୍ଭ ହୋଇଥିବା ଦଣ୍ଡକାଳୀଙ୍କ ପ୍ରସିଦ୍ଧ ଦଣ୍ଡନାଚ…

ଅମାନିଆଙ୍କ ବିରୋଧରେ ପରିବହନ ବିଭାଗର କଠୋର ଆଭିମୁଖ୍ୟ: ୪ ଦିନରେ କଟିଲା ୧୨,୧୫୫ ଇ-ଚାଲାଣ

ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ଲକ୍ଷ୍ୟରେ ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ‘ଶୂନ ମୃତାହତ ପକ୍ଷ’ ପାଳନ କରାଯାଉଛି । ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କରୁଥିବା ବେପରୁଆ ଗାଡ଼ି ଚାଳକଙ୍କୁ ନିୟନ୍ତ୍ରଣ କରିବାକୁ ରାଜ୍ୟବ୍ୟାପୀ ଏନଫୋର୍ସମେଣ୍ଟକୁ ଜୋରଦାର କରାଯାଇଛି ।…

Fraud in Deogarh: ଚାଷୀଙ୍କ ଋଣ ପରିଶୋଧ ଟଙ୍କା ହଡ଼ପ ଅଭିଯୋଗରେ ପ୍ୟାକ୍ସ ସଂପାଦକ ଗିରଫ

ଭୁବନେଶ୍ବର: ଚାଷୀମାନଙ୍କ ‌ଋଣ ଟଙ୍କା ଠକେଇ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ଦିନ ଜଣେ ପାକ୍ସ ସମ୍ପାଦକଙ୍କୁ ଗରିଫ କରିଛି। ତାଙ୍କର ନାମରେ ୪୦ ଲକ୍ଷ ୭୦ ହଜାର ଟଙ୍କା ଠକେଇ ଅଭିଯୋଗ ରହିଛି । ଦେଓଗଡ଼ ଜିଲ୍ଲାର କାଦୋପଡ଼ା ପ୍ରାଥମିକ କୃଷି ସମବାୟ ସମିତି (PACS)ର ସମ୍ପାଦକ ସୁରେଶ…

ଭବାନୀପାଟଣା ବିଧାୟକଙ୍କୁ ହତ୍ୟା ଧମକ

ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କୁ ହତ୍ୟା ଧମକ । ଏନେଇ ନିଜେ ସାମାଜିକ ଗଣମାଧ୍ୟମ “ଏକ୍ସ” ରେ ପୋଷ୍ଟ କରିଛନ୍ତି ଭବାନୀପାଟଣା ବିଧାୟକ ସାଗର ଚରଣ ଦାସ । ଏହା ସହ ସେ ରାଜ୍ୟର ଆଇନ୍ ଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନ କରିଛନ୍ତି । ସେ ଲେଖିଛନ୍ତି ଯେ, ଯଦି ରାଜ୍ୟରେ ଜଣେ ନିର୍ବାଚିତ ବିଧାୟକ…

Cabinet Meeting: ରାଜ୍ୟ କ୍ୟାବିନେଟରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୩୦ ତମ ବୈଠକ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା…

ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୫: ସେମିରେ ହାରିଲା ଭାରତ ଏ

ଦୋହା: ଏସିଆ କପ ରାଇଜିଂ ଷ୍ଟାର୍ସ କ୍ରିକେଟ ଟୁର୍ଣ୍ଣାମେଂଟର ରୋମାଂଚକର ସେମିଫାଇନାଲରେ ଭାରତ ସୁପର ଓଭରରେ ବାଂଲାଦେଶ ନିକଟରୁ ପରାଜିତ ହୋଇଛି । ରବିବାର ହେବାକୁ ଥିବା ଫାଇନାଲରେ ପାକିସ୍ତାନ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ଦ୍ୱିତୀୟ ସେମିଫାଇନାଲର ବିଜେତାକୁ ବାଂଲାଦେଶ ଭେଟିବ ।…