ଖୁସି ଖବର; ୨% ମହଙ୍ଗା ଭତ୍ତା ବଢାଇଲା କେନ୍ଦ୍ର
ନୂଆଦିଲ୍ଲୀ: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୨% ବୃଦ୍ଧି କରିଛନ୍ତି। ଏହା ସହିତ ବର୍ତ୍ତମାନ କେନ୍ଦ୍ର କର୍ମଚାରୀ ଓ ପେନସନଧାରୀଙ୍କ ଡିଏ ଓ ଡିଆର ୫୩% ରୁ ୫୫% କୁ ବୃଦ୍ଧି ପାଇବ।
ସୂଚନା ଅନୁଯାୟୀ,…