ଜମ୍ମୁରୁ ଫେରିବେ ଓଡ଼ିଆ ଛାତ୍ର: ଜାରି ହେଲା ହେଲ୍ପଲାଇନ ନମ୍ବର
ଭୁବନେଶ୍ୱର: ଲଗାତାର ୩–୪ ଦିନ ହେବ ଜମ୍ମୁ ଅଶାନ୍ତ ରହିଥିବା ବେଳେ ଏବେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବାକୁ ବ୍ୟବସ୍ଥା କରିଛନ୍ତି ଓଡ଼ିଶା ସରକାର। ଜମ୍ମୁର କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ଜାରି ହେବା ପରେ ସରକାର ଏହି ପଦକ୍ଷେପ ଗ୍ରହଣ…