ରାଶନ କାର୍ଡକୁ ନେଇ ଅପଡେଟ୍ ଦେଲେ ଯୋଗାଣ ମନ୍ତ୍ରୀ
ଭୁବନେଶ୍ଵର: ରାସନ୍ କାର୍ଡ ସହ ଇ-କେୱାଇସିକୁ ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରୋଜଗାର କମ ଥିବା ଲୋକଙ୍କ ରାଶନ କାର୍ଡ କଟିବନି, କେବଳ ବଡ଼ ଚାକିରି କରିଥିବା ଲୋକଙ୍କ କାର୍ଡ କଟିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି ।
ମନ୍ତ୍ରୀ ଆହୁରି କହିଛନ୍ତି ଯେ, ୨୦…