୪ ଦିନ ଯାଏଁ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ଚାରି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି।
ରାଜ୍ୟର ଅଧିକ ଅଂଶକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବାହିତ ହେବା ପାଇଁ ପରିସ୍ଥିତି ଅନୁକୂଳ ରହିଛି।…