ରାଜସ୍ବ ବଢାଉଛି ତମାଖୁ, ଗୁଟକା: ୫ ବର୍ଷରେ ୬ ହଜାର କୋଟି ଆଦାୟ
ଭୁବନେଶ୍ବର: ରାଜ ରାଜସ୍ବ ବୃଦ୍ଧି କରୁଛି ତମାଖୁ, ଗୁଟକା ବେପାର । ୫ ବର୍ଷରେ ରାଜକୋଷକୁ ଦେଇଛି ୬ ହଜାର କୋଟିରୁ ଅଧିକ ଟଙ୍କା ଟିକସ । ଆଜି ବିଧାନସଭାରେ ଏପରି କିଛି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ବିଜେଡି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତରରେ…