India Brazil Relations: ବ୍ରାଜିଲ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ, ଖୁବ୍ଶୀଘ୍ର ଭାରତ…
ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ବ୍ରାଜିଲ ରାଷ୍ଟ୍ରପତି ଲୁଲା ଡି ସିଲଭାଙ୍କ(Brazilian President Luiz Inacio Lula da Silva) ସହ ଫୋନ୍ ମାଧ୍ୟମରେ କଥା ହୋଇଛନ୍ତି । ଆଲୋଚନାର ମୁଖ୍ୟ କେନ୍ଦ୍ରବିନ୍ଦୁ ଥିଲା ଭାରତ-ବ୍ରାଜିଲ ରଣନୈତିକ ସହଭାଗୀତା। ସେ ଏହି ଆଲୋଚନା…