ନୀଳମାଧବ ମନ୍ଦିରରେ ପୂଜାର୍ଚ୍ଚନା କଲେ ରାଷ୍ଟ୍ରପତି
ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନୟାଗଡ ଜିଲ୍ଲା କଣ୍ଟିଲୋର ନୀଳମାଧବ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି।
ତାଙ୍କ ସହିତ ରାଜ୍ୟପାଳ ହରିବାବୁ କାମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ…