Latest Odisha News

BREAKING NEWS

ବିଶ୍ୱ କବିତା ଦିବସ ଏବଂ ବିଶ୍ୱ ଡାଉନ୍ ସିଣ୍ଡ୍ରୋମ୍ ଦିବସ ୨୦୨୫ ଅନୁଷ୍ଠିତ

ଭୁବନେଶ୍ୱର: ସ୍ବାଭିମାନ ସହଯୋଗରେ କେତକୀ ଫାଉଣ୍ଡେସନ୍ ଟ୍ରଷ୍ଟ ଦ୍ୱାରା ବିଶ୍ୱ କବିତା ଦିବସ ଏବଂ ବିଶ୍ୱ ଡାଉନ୍ ସିଣ୍ଡ୍ରୋମ୍ ଦିବସ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱରର ଭାରତୀୟ ବିଦ୍ୟା ଭବନରେ ସାହିତ୍ୟିକ ଶ୍ରଦ୍ଧାଞ୍ଜଳି ଏବଂ ସାମାଜିକ ସଚେତନତାର ଏକ ସନ୍ଧ୍ୟା ଅନୁଷ୍ଠିତ ହୋଇଥିଲା ।…

୯ଟି ବିଶ୍ୱବିଦ୍ୟାଳୟରେ ନାହାନ୍ତି ସ୍ଥାୟୀ କୁଳପତି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ୧୭ଟି ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରୁ ୮ଟି ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି କାର୍ଯ୍ୟରତ ଅଛନ୍ତି । ଅବଶିଷ୍ଟ ୯ଟି ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି ନାହାନ୍ତି । ବିଧାନସଭାରେ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଏହି ତଥ୍ୟ ରଖିଛନ୍ତି…

ଆଗାମୀ ପର୍ବପର୍ବାଣୀକୁ ନେଇ ଡିଜିପିଙ୍କ ସମୀକ୍ଷା ବୈଠକ; ସୋସିଆଲ ମିଡ଼ିଆ ଉପରେ ୨୪ ଘଣ୍ଟା ରହିବ ନଜର

ଭୁବନେଶ୍ବର: ଆସନ୍ତା ୩୧ ତାରିଖରେ ଇଦ୍-ଉଲ୍-ଫିତର୍, ଅପ୍ରେଲ୍ ୬ ତାରିଖରେ ଶ୍ରୀରାମ ନବମୀ, ଅପ୍ରେଲ ୧୪ ତାରିଖରେ ହନୁମାନ ଜୟନ୍ତୀ ଏବଂ ମହାବିଷୁବ ସଂକ୍ରାନ୍ତି ପାଳିତ ହେବାକୁ ଯାଉଛି । ଏହି ଅବସରରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମୁଖ୍ୟ…

କେକେଆର ବନାମ ଆରସିବି କିଏ ମାରିବ ବାଜି

କୋଲକାତା: ଆଉ କେତେ ଘଂଟା ପରେ ଆରମ୍ଭ ହୋଇଯିବ ଆଇପିଏଲର ୧୮ତମ ସଂସ୍କରଣ । ଗତ ସଂସ୍କରଣର ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ମଧ୍ୟରେ ଉଦଘାଟନୀ ମ୍ୟାଚ ଖେଳାଯିବ । ଏଥିପାଇଁ ପ୍ରଶଂସକମାନେ ବ୍ୟଗ୍ରତା ସହକାରେ ଅପେକ୍ଷା କରିଛନ୍ତି । ଅବଶ୍ୟ ଇଡେନଗାର୍ଡେନ…

ଗ୍ରାହକଙ୍କ ପାଇଁ ଖୁସି ଖବର! ୨ଦିନିଆ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ହେଲା ପ୍ରତ୍ୟାହୃତ

ନୂଆଦିଲ୍ଲୀ: ମାର୍ଚ୍ଚ ୨୪ ଓ ୨୫ରେ ହେବାକୁ ଥିବା ୨ଦିନିଆ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ୍ (UFBU) ଏବଂ କେନ୍ଦ୍ରୀୟ ଶ୍ରମ କମିଶନରଙ୍କ ମଧ୍ୟରେ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଏକ ସର୍କୁଲାରରେ ୟୁଏଫବିୟୁ କହିଛି ଯେ,…

ଓସଜା ଏଜିଏମ ଅନୁଷ୍ଠିତ: ଜୁନରେ ଭୁବନେଶ୍ୱରରେ ହେବ ଏସଜେଏଫଆଇ ବୈଠକ

ଭୁବନେଶ୍ୱର:ଶୁକ୍ରବାର ଓସ୍‍ଜା ବା ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘର ବାର୍ଷିକ ସାଧାରଣ ବୈଠକ ସଂଘର ପ୍ରତିଷ୍ଠା ଦିବସରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସହିଦ ସ୍ପୋର୍ଟିଂ କ୍ଳବ୍‍ ପରିସରରେ ଥିବା ଦିଲୀପ ତିର୍କୀ ହଲରେ ଅନୁଷ୍ଠିତ ଏଜିଏମ୍‍ରେ ୨୦୨୪-୨୫ ଆର୍ଥିକ ବର୍ଷରେ ସଂଗଠନର କାର୍ଯ୍ୟଧାରା…

୨ ଲକ୍ଷ ଟଙ୍କା ଲାଞ୍ଚ ସହ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ବର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଯାଜପୁର ଜିଲ୍ଲା କୁଆଖିଆ ସେକସନର ଜରକା ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ଭୀମସେନ ମହାରଣା । ୨ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଲାଞ୍ଚ ନେଇ ଘରକୁ ଫେରୁଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଖବର ମୁତାବକ, କନିଷ୍ଠ…

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ଭୁବନେଶ୍ବର : ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ହୋଇଯାଇଛି । ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ।…

ଟି୨୦ରେ ଇତିହାସ ରଚିଲା ପାକିସ୍ତାନ

ଆକଲାଣ୍ଡ: ଆକଲାଣ୍ଡର ଇଡେନ ପାର୍କରେ ଖେଳା ଯାଇଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି୨୦ରେ ପାକିସ୍ତାନ କ୍ରିକେଟ ଟିମ ଇତିହାସ ରଚିଛି । ନ୍ୟୁଜିଲାଣ୍ଡ ପ୍ରଦତ ୨୦୫ ରନର ଲକ୍ଷ୍ୟକୁ ପାକିସ୍ତାନ ୧୬ ଓଭରରେ ହାସଲ କରି ନେଇ ଏହି ରେକର୍ଡ କରିଛି । ପୂର୍ବରୁ ଦକ୍ଷିଣ ଆଫ୍ରିକା ନାମରେ ଏହି ରେକର୍ଡ…

୨୦୨୬ ଫିଫା ବିଶ୍ୱକପ: ପ୍ରଥମ ଅଣ ଆୟୋଜକ ଦେଶ ଭାବେ ଜାପାନର ଯୋଗ୍ୟତା ହାସଲ

ଟୋକିଓ:ଜାପାନର ଫୁଟବଲ ଦଳ ବାହାରିନକୁ ୨-୦ ଗୋଲରେ ପରାସ୍ତ କରି ପ୍ରଥମ ଅଣ ଆୟୋଜକ ଦେଶ ଭାବେ ୨୦୨୬ ଫିଫା ବିଶ୍ୱକପକୁ ଯୋଗ୍ୟତା ଅର୍ଜନ କରିବାରେ ସୌଭାଗ୍ୟ ଲାଭ କରିଛି ଜାପାନ । ଆମେରିକା, ମେକ୍ସିକୋ ଏବଂ କାନାଡା ଏଥର ମିଳିତ ଭାବେ ବିଶ୍ବକପ ଆୟୋଜନ କରିବେ । ନିୟମ ଅନୁସାରେ ଆୟୋଜକ ଦେଶ…