କିସରେ ୬୬ତମ ପ୍ରୌଢ଼ ଶିକ୍ଷା ସମ୍ମିଳନୀ ଉଦ୍ଘାଟିତ
ଭୁବନେଶ୍ୱର: କିସରେ ଆଜି ସର୍ବଭାରତୀୟ ପ୍ରୌଢ଼ ଶିକ୍ଷା ସମ୍ମିଳନୀ ଆରମ୍ଭ ହୋଇଛି। ସାମଗ୍ରିକ ଜାତୀୟ ବିକାଶରେ ପ୍ରୌଢ଼ ଶିକ୍ଷାର ଭୂମିକା ଉପରେ ଆଲୋଚନା ନିମନ୍ତେ ଏହି ସମ୍ମିଳନୀରେ ଶିକ୍ଷାବିତ୍, ନୀତି ନିର୍ଦ୍ଧାରକ ଏବଂ ପ୍ରୌଢ଼ ଶିକ୍ଷା କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଏଥିରେ ଯୋଗ…