ଦିଶା ସାଲିଆନ ମୃତ୍ୟୁ ଘଟଣା; ଆଦିତ୍ୟ ଠାକରେଙ୍କ ବିରୋଧରେ ମାମଲା
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ବାପା ସତୀଶ ସାଲିଆନ ଝିଅ ମୃତ୍ୟୁ ମାମଲାର ସାନି ତଦନ୍ତ ଦାବି କରିଛନ୍ତି।
ସୂଚନା ଅନୁଯାୟୀ, ସେ ବୁଧବାର ବମ୍ବେ ହାଇକୋର୍ଟରେ ଏକ ଆବେଦନ ଦାଖଲ କରିଥିଲେ। ଆବେଦନରେ ଶିବସେନା (UBT) ନେତା ଆଦିତ୍ୟ…